ଆଦି ପୁସ୍ତକ 27:25 - ପବିତ୍ର ବାଇବଲ25 ଏହା ପରେ ଇସ୍ହାକ କହିଲେ, “ସେହି ଖାଦ୍ୟ ମୋ’ ପାଇଁ ଆଣ। ମୁଁ ତାହାକୁ ଖାଇ ତୁମ୍ଭକୁ ଆଶୀର୍ବାଦ ଦେବି।” ତେଣୁ ଯାକୁବ ତାଙ୍କୁ ଖାଦ୍ୟ ଦେଲେ ଏବଂ ସେ ତାକୁ ଖାଇଲେ। ଏବଂ ଯାକୁବ ତାଙ୍କୁ ଦ୍ରାକ୍ଷାରସ ଦେଲେ, ସେ ତାହା ପିଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେତେବେଳେ ଇସ୍ହାକ କହିଲେ, ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୋହର ପ୍ରାଣ ତୁମ୍ଭକୁ ଆଶୀର୍ବାଦ କରିବ। ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ। Viz kapitolaଓଡିଆ ବାଇବେଲ25 ସେତେବେଳେ ଇସ୍ହାକ କହିଲେ, “ତାହା ମୋ’ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବ।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ। Viz kapitola |