ଆଦି ପୁସ୍ତକ 27:33 - ପବିତ୍ର ବାଇବଲ33 ଏହା ପରେ ଇସ୍ହାକ ବହୁତ ବ୍ୟସ୍ତ ହେଲେ ଏବଂ କହିଲେ, “ତେବେ ସିଏ କିଏ ଥିଲା, ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶୀର୍ବାଦ କଲି। ବର୍ତ୍ତମାନ ମୋର ଆଶୀର୍ବାଦ ଫେରାଇବା ପାଇଁ ଡେରି ହୋଇଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ। Viz kapitolaଓଡିଆ ବାଇବେଲ33 ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।” Viz kapitola |