ଆଦି ପୁସ୍ତକ 27:34 - ପବିତ୍ର ବାଇବଲ34 ଏଷୌ ପିତାଙ୍କର କଥା ଶୁଣିଲେ! ସେ ବହୁତ ରାଗିଗଲେ ଏବଂ ଚିତ୍କାର କଲେ। ସେ ତାଙ୍କ ପିତାଙ୍କୁ କହିଲେ, “ତେବେ ମୋତେ ଆଶୀର୍ବାଦ କର ପିତା।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ଏଷୌ ପିତାର ଏହି କଥା ଶୁଣିବାମାତ୍ରେ ଅତ୍ୟ; ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି ଆପଣା ପିତାଙ୍କୁ କହିଲା, ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ। Viz kapitolaଓଡିଆ ବାଇବେଲ34 ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” Viz kapitola |