ଆଦି ପୁସ୍ତକ 27:35 - ପବିତ୍ର ବାଇବଲ35 ଇସ୍ହାକ କହିଲେ, “ତୁମ୍ଭର ଭାଇ ମୋତେ ପ୍ରବଞ୍ଚନା କଲା। ସେ ଆସି ତୁମ୍ଭର ଆଶୀର୍ବାଦ ନେଇଗଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ତହିଁରେ ଇସ୍ହାକ କହିଲେ, ତୁମ୍ଭର ଭ୍ରାତା ଆସି ବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କଲା। Viz kapitolaଓଡିଆ ବାଇବେଲ35 ତହିଁରେ ଇସ୍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତହିଁରେ ଇସ୍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।” Viz kapitola |