Online Bible

- Reklamy -




ଆଦି ପୁସ୍ତକ 27:37 - ପବିତ୍ର ବାଇବଲ

37 ଇ‌ସ୍‌ହାକ ଉତ୍ତର ଦେଲେ, “ହୋଇଗଲା, ତୁମ୍ଭକୁ ଶାସନ କରିବା ପାଇଁ, ମୁଁ ଯାକୁବକୁ କ୍ଷମତା ଦେଲି। ଏବଂ ମୁଁ ତାଙ୍କୁ କହିଲି ତୁମ୍ଭର ସମସ୍ତ ଭାଇ ତୁମ୍ଭର ସେବା କରିବେ। ଏବଂ ମୁଁ ତାଙ୍କୁ ପ୍ରବଳ ଫସଲ ଓ ପ୍ରଚୁର ଦ୍ରାକ୍ଷାରସ ଜାତ ହେବା ପାଇଁ ଆଶୀର୍ବାଦ କରି ସାରିଛି। କ’ଣ ମୁଁ କରି ପାରିବି, ମୋ’ ପୁତ୍ର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ତହୁଁ ଇସ୍‍ହାକ ଏଷୌକୁ କହିଲେ, ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ଵାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?

Viz kapitola kopírovat

ଓଡିଆ ବାଇବେଲ

37 ତହୁଁ ଇସ୍‍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତହୁଁ ଇସ୍‌ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”

Viz kapitola kopírovat




ଆଦି ପୁସ୍ତକ 27:37

Následuj nás:

Reklamy


Reklamy