Online Bible

- Reklamy -




ଆଦି ପୁସ୍ତକ 27:38 - ପବିତ୍ର ବାଇବଲ

38 କିନ୍ତୁ ଏଷୌ କହିଲେ, “ମୋ’ ପିତା, ତୁମ୍ଭର କ’ଣ କେବଳ ଗୋଟିଏ ଆଶୀର୍ବାଦ ଅଛି? ଆଶୀର୍ବାଦ କର ମୋତେ ମଧ୍ୟ, ପିତା।” ଏବଂ ଏହା କହି ଏଷୌ ଜୋ‌ର୍‌ରେ କାନ୍ଦିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ। ଏହା କହି ଏଷୌ ଉଚ୍ଚସ୍ଵରରେ କାନ୍ଦିବାକୁ ଲାଗିଲା।

Viz kapitola kopírovat

ଓଡିଆ ବାଇବେଲ

38 ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା ? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।

Viz kapitola kopírovat




ଆଦି ପୁସ୍ତକ 27:38

Následuj nás:

Reklamy


Reklamy