Online Bible

- Reklamy -




ଆଦି ପୁସ୍ତକ 27:42 - ପବିତ୍ର ବାଇବଲ

42 କିନ୍ତୁ ସେହି ବାକ୍ୟଗୁଡ଼ିକ ରିବିକାକୁ ଶୁଣା ଯାଇଥିଲା। ଏଷୌ ଯାକୁବକୁ ହତ୍ୟା କରିବାର ଯୋଜନା କରିଅଛି। ସେ ଯାକୁବକୁ ଡାକି କହିଲେ, “ଶୁଣ ତୁମ୍ଭର ଭାଇ ଏଷୌ ତୁମ୍ଭକୁ ମାରିବା ପାଇଁ ଯୋଜନା କରିଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ମାତ୍ର ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବକୁ ଡକାଇ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।

Viz kapitola kopírovat

ଓଡିଆ ବାଇବେଲ

42 ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।

Viz kapitola kopírovat




ଆଦି ପୁସ୍ତକ 27:42

Následuj nás:

Reklamy


Reklamy