ଆଦି ପୁସ୍ତକ 27:43 - ପବିତ୍ର ବାଇବଲ43 ତେଣୁ ହେ ମୋର ପୁତ୍ର ମୁଁ ଯେମନ୍ତ କହୁଛି, ସେହିପରି କର। ମୋର ଭ୍ରାତା ଲାବନ ହାରଣରେ ବାସ କରୁଛି। ତୁମ୍ଭେ ତା’ ପାଖରେ ଯାଇ ଲୁଚ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଏଣୁକରି, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Viz kapitolaଓଡିଆ ବାଇବେଲ43 ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Viz kapitola |