Online Bible

- Reklamy -




ଆଦି ପୁସ୍ତକ 27:5 - ପବିତ୍ର ବାଇବଲ

5 ତେଣୁ ଏଷୌ ଶିକାରକୁ ଗଲେ। ରିବିକା ଏହିକଥା ଶୁଣୁଥିଲେ ଯେତେବେଳେ ଇ‌ସ୍‌ହାକ ତାଙ୍କର ବଡ଼ପୁଅ ଏଷୌକୁ କହୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଇସ୍‍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ବେଳେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,

Viz kapitola kopírovat

ଓଡିଆ ବାଇବେଲ

5 ଇସ୍‍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଇସ୍‌ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,

Viz kapitola kopírovat




ଆଦି ପୁସ୍ତକ 27:5

Následuj nás:

Reklamy


Reklamy