ଆଦି ପୁସ୍ତକ 27:7 - ପବିତ୍ର ବାଇବଲ7 ତୁମ୍ଭର ପିତା କହିଲେ, ‘ମୋ’ ପାଇଁ ମୃଗୟା ମାଂସ ରାନ୍ଧି କରି ମୋତେ ଖୁଆଅ। ମୋ’ ପାଇଁ ଖାଦ୍ୟ ପ୍ରସ୍ତୁତ କରି ଆଣ, ମୁଁ ତାହା ଖାଇ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।’ Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେ ତାହାକୁ କହିଲେ, ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା। Viz kapitolaଓଡିଆ ବାଇବେଲ7 ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’ Viz kapitola |