ଆଦି ପୁସ୍ତକ 28:11 - ପବିତ୍ର ବାଇବଲ11 ଯାକୁବ ଯାତ୍ରା କରିଥିବା ସମୟରେ ସୂର୍ଯ୍ୟାସ୍ତ ହେଲା। ତେଣୁ ଯାକୁବ ରାତ୍ରି ଯାପନ କରିବା ପାଇଁ ଏକ ସ୍ଥାନକୁ ଗଲେ। ଯାକୁବ ଏକ ପଥରଖଣ୍ଡ ପାଇଲେ, ସେହି ସ୍ଥାନରେ ପଥର ଉପରେ ମୁଣ୍ଡ ଦେଇ ସେ ଶୋଇ ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ଉତ୍ତରି ରାତ୍ରି କ୍ଷେପଣ କଲା; ପୁଣି ସେ ସେହି ସ୍ଥାନର ଖଣ୍ତିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା। Viz kapitolaଓଡିଆ ବାଇବେଲ11 ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା। Viz kapitola |