ଆଦି ପୁସ୍ତକ 28:13 - ପବିତ୍ର ବାଇବଲ13 ଯାକୁବ ଦେଖିଲେ ସଦାପ୍ରଭୁ ସେହି ଶିଡ଼ି ପାଖରେ ଛିଡ଼ା ହୋଇଛନ୍ତି। ସଦାପ୍ରଭୁ କହୁଥିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ୱର, ମଧ୍ୟ ଇସ୍ହାକର ପରମେଶ୍ୱର। ତୁମ୍ଭେ ଶୋଇଥିବା ଭୂମି ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ପରମେଶ୍ଵର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। Viz kapitolaଓଡିଆ ବାଇବେଲ13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। Viz kapitola |