ଆଦି ପୁସ୍ତକ 28:14 - ପବିତ୍ର ବାଇବଲ14 ତୁମ୍ଭର ବହୁତ ବଂଶ ହେବେ। ତାହା ପୃଥିବୀର ଧୂଳି ପରି ଅସଂଖ୍ୟ ହେବେ। ସେମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ୟାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ। Viz kapitolaଓଡିଆ ବାଇବେଲ14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ। Viz kapitola |