ଆଦି ପୁସ୍ତକ 28:16 - ପବିତ୍ର ବାଇବଲ16 ଏହା ପରେ ଯାକୁବ ନିଦ୍ରାରୁ ଉଠିଲେ, ଏବଂ କହିଲେ, “ମୁଁ ଜାଣେ ଯେ ସଦାପ୍ରଭୁ ଏହିଠାରେ ଅଛନ୍ତି। କିନ୍ତୁ ମୁଁ ସଦାପ୍ରଭୁ ଏଠାରେ ଥିଲେ ବୋଲି ଜାଣି ନ ଥିଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।” Viz kapitola |