Online Bible

- Reklamy -




ଆଦି ପୁସ୍ତକ 28:6 - ପବିତ୍ର ବାଇବଲ

6 ଏଷୌ ଏହା ଜାଣିଲେ ଯେ ତାଙ୍କର ପିତା ଇ‌ସ୍‌ହାକ ଯାକୁବକୁ ଆଶୀର୍ବାଦ ଦେଲେ। ଏବଂ ଏଷୌ ଜାଣିଲେ ଯେ, ଇ‌ସ୍‌ହାକ ଯାକୁବକୁ ସ୍ତ୍ରୀ ଖୋଜିବା ପାଇଁ ପଦ୍ଦନ୍ ଅରାମକୁ ପଠାଇଛନ୍ତି। ଏଷୌ ଜାଣିଲେ ଯେ, ଯାକୁବକୁ କିଣାନ ଦେଶର କନ୍ୟାକୁ ବିବାହ ନ ହେବା ପାଇଁ, ତାଙ୍କର ପିତା ନିର୍ଦ୍ଦେଶ ଦେଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଇସ୍‍ହାକ ଯାକୁବକୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍ ଅରାମକୁ ବିଦାୟ କଲେ, ପୁଣି ଆଶୀର୍ବାଦ କରିବା ସମୟରେ ତାହାକୁ ଆଜ୍ଞା ଦେଇ କହିଲେ, ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।

Viz kapitola kopírovat

ଓଡିଆ ବାଇବେଲ

6 ଏଥିଉତ୍ତାରେ ଇସ୍‍ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍‍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍‍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”

Viz kapitola kopírovat




ଆଦି ପୁସ୍ତକ 28:6

Následuj nás:

Reklamy


Reklamy