ଆଦି ପୁସ୍ତକ 29:10 - ପବିତ୍ର ବାଇବଲ10 ରାହେଲ ଥିଲେ ଲାବନର ଝିଅ। ଲାବନ ଥିଲେ ଯାକୁବର ମା’ ରିବିକାର ଭାଇ। ଯାକୁବ ଯେତେବେଳେ ମାତୁଳ ଲାବନର କନ୍ୟା ମେଷ ସହିତ ରାହେଲକୁ ଦେଖିଲେ, ସେ ଯାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମେଷମାନେ ଜଳପାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଯାକୁବ ଆପଣା ମାତୁଳ ଲାବନର କନ୍ୟା ରାହେଲକୁ ଓ ମାତୁଳର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାତୁଳ ଲାବନର ପଲକୁ ଜଳ ପାନ କରାଇଲା। Viz kapitolaଓଡିଆ ବାଇବେଲ10 ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା। Viz kapitola |