ଆଦି ପୁସ୍ତକ 29:11 - ପବିତ୍ର ବାଇବଲ11 ଏହା ପରେ ଯାକୁବ ତାଙ୍କୁ ଚୁମ୍ବନ ଦେଲେ ଏବଂ କାନ୍ଦିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ଯାକୁବ ରାହେଲକୁ ଚୁମ୍ଵନ କରି ଉଚ୍ଚ ସ୍ଵରରେ କ୍ରନ୍ଦନ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ11 ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା। Viz kapitola |