Online Bible

- Reklamy -




ଆଦି ପୁସ୍ତକ 29:15 - ପବିତ୍ର ବାଇବଲ

15 ଦିନେ ଲାବନ ଯାକୁବଙ୍କୁ କହିଲେ, “ତୁମ୍ଭେ ମୋର କୁଟୁମ୍ବ ବୋଲି କ’ଣ ବିନା ବର୍ତ୍ତନରେ ମୋର ଦାସକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ଲାବନ ଯାକୁବକୁ କହିଲା, ତୁମ୍ଭେ ମୋହର କୁଟୁମ୍ଵ ବୋଲି କି ବିନା ବର୍ତ୍ତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ।

Viz kapitola kopírovat

ଓଡିଆ ବାଇବେଲ

15 ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ ? ଏଣୁ କି ବେତନ ନେବ ? ତାହା କୁହ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”

Viz kapitola kopírovat




ଆଦି ପୁସ୍ତକ 29:15

Následuj nás:

Reklamy


Reklamy