ଆଦି ପୁସ୍ତକ 29:18 - ପବିତ୍ର ବାଇବଲ18 ଯାକୁବ ରାହେଲକୁ ପ୍ରେମ କଲେ। ଯାକୁବ ଲାବନକୁ କହିଲେ, “ମୁଁ ତୁମ୍ଭ ପାଇଁ ସାତ ବର୍ଷ କାମ କରିବି ଯଦି ତୁମ୍ଭେ ମୋତେ ତୁମ୍ଭର ସାନ ଝିଅ ରାହେଲ ସହିତ ବିବାହ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି। Viz kapitolaଓଡିଆ ବାଇବେଲ18 ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।” Viz kapitola |