ଆଦି ପୁସ୍ତକ 29:20 - ପବିତ୍ର ବାଇବଲ20 ତେଣୁ ଯାକୁବ ତାଙ୍କ ସହ ସେଠାରେ ସାତ ବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ୍ କମ ସମୟ ପରି ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। Viz kapitolaଓଡିଆ ବାଇବେଲ20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା। Viz kapitola |