ଆଦି ପୁସ୍ତକ 29:23 - ପବିତ୍ର ବାଇବଲ23 ସେହି ଦିନ, ରାତିରେ ଲାବନ ଯାକୁବଙ୍କ ପାଇଁ ତାଙ୍କର ଝିଅ ଲେୟାକୁ ଆଣିଲେ। ଯାକୁବ ଏବଂ ଲେୟା ଉଭୟ ସହବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି ସେ ତାହାର ସହବାସ କଲା। Viz kapitolaଓଡିଆ ବାଇବେଲ23 ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା। Viz kapitola |