ଆଦି ପୁସ୍ତକ 29:27 - ପବିତ୍ର ବାଇବଲ27 କିନ୍ତୁ ତୁମ୍ଭେ ଏଠାରେ ବିବାହ ଉତ୍ସବ ସାତ ଦିନ ଧରି ପାଳନ କର ତା'ପରେ ମୁଁ ତୁମ୍ଭକୁ ରାହେଲ ସହିତ ବିବାହ ଦେବି। କିନ୍ତୁ ତୁମ୍ଭକୁ ମୋ’ ପାଇଁ ଆଉ ସାତ ବର୍ଷ ପରିଶ୍ରମ କରିବାକୁ ପଡ଼ିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯେବେ ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି। Viz kapitolaଓଡିଆ ବାଇବେଲ27 ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।” Viz kapitola |