ଆଦି ପୁସ୍ତକ 29:29 - ପବିତ୍ର ବାଇବଲ29 ଲାବନ ରାହେଲର ଦାସୀ ନିମନ୍ତେ ଆପଣାର ବିଲହା ନାମ୍ନୀ ଦାସୀକି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପୁଣି ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲହା ନାମ୍ନୀ ଦାସୀକି ଦେଲା। Viz kapitolaଓଡିଆ ବାଇବେଲ29 ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍ହା ନାମ୍ନୀ ଦାସୀକି ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍ହା ନାମ୍ନୀ ଦାସୀକୁ ଦେଲା। Viz kapitola |