ଆଦି ପୁସ୍ତକ 29:3 - ପବିତ୍ର ବାଇବଲ3 ଯେତେବେଳେ ସବୁ ମେଷପଲ ସେହି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତେବେଳେ ମେଷପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମେଷମାନେ ପାଣି ପିଇ ସାରିବା ପରେ ସେମାନେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି। Viz kapitolaଓଡିଆ ବାଇବେଲ3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି। Viz kapitola |