Online Bible

- Reklamy -




ଆଦି ପୁସ୍ତକ 29:32 - ପବିତ୍ର ବାଇବଲ

32 ଲେୟା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବେନ୍ ଦେଲେ। ଲେୟା ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, “ସଦାପ୍ରଭୁ ମୋର ଦୁଃଖ ଦେଖି ଅଛନ୍ତି। ମୋର ସ୍ୱାମୀ ମୋତେ ଭଲ ପାଇବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଏଣୁକରି ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ଵାମୀ ମୋତେ ଭଲ ପାଇବେ।

Viz kapitola kopírovat

ଓଡିଆ ବାଇବେଲ

32 ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”

Viz kapitola kopírovat




ଆଦି ପୁସ୍ତକ 29:32

Následuj nás:

Reklamy


Reklamy