ଆଦି ପୁସ୍ତକ 29:34 - ପବିତ୍ର ବାଇବଲ34 ଲେୟା ପୁଣି ଗର୍ଭବତୀ ହେଲେ, ଏବଂ ଅନ୍ୟ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେ ସେହି ପିଲାର ନାମ ଦେଲା ଲେବୀ। ଲେୟା କହିଲେ, “ଏବେ ମୋ’ ସ୍ୱାମୀ ମୋ'ଠାରେ ଆସକ୍ତ ହେବେ। ଯେହେତୁ ମୁଁ ତାଙ୍କୁ ତିନୋଟି ପୁତ୍ର ଦେଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ଏଥର ସ୍ଵାମୀ ମୋʼଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି; ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା। Viz kapitolaଓଡିଆ ବାଇବେଲ34 ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋ’ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା। Viz kapitola |