ଆଦି ପୁସ୍ତକ 29:7 - ପବିତ୍ର ବାଇବଲ7 ଯାକୁବ କହିଲେ, “ଦେଖ, ଏବେ ବହୁତ ବେଳ ଅଛି। ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ। ତୁମ୍ଭେମାନେ ମେଷଗଣଙ୍କୁ ଜଳପାନ କରାଇ ପୁନର୍ବାର ଚରାଇବାକୁ ନେଇଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ଯାକୁବ କହିଲା, ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ। Viz kapitolaଓଡିଆ ବାଇବେଲ7 ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।” Viz kapitola |