Online Bible

- Reklamy -




ଆଦି ପୁସ୍ତକ 3:15 - ପବିତ୍ର ବାଇବଲ

15 ମୁଁ ତୁମ୍ଭକୁ ନାରୀର ଶତ୍ରୁ କରିବି। ମୁଁ ତୁମ୍ଭର ପିଲାମାନଙ୍କୁ ଓ ତାହାର ପିଲାମାନଙ୍କ ମଧ୍ୟରେ ଶତ୍ରୁତା କରାଇବି। ତୁମ୍ଭେ ତା'ର ପିଲାର ଗୋଇଠିକୁ କାମୁଡ଼ିବ, କିନ୍ତୁ ସେ ତୁମ୍ଭର ମସ୍ତକକୁ ଆଘାତ କରି ଚୂର୍ଣ୍ଣ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ବୈରଭାବ ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକି ଆଘାତ କରିବ।

Viz kapitola kopírovat

ଓଡିଆ ବାଇବେଲ

15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”

Viz kapitola kopírovat




ଆଦି ପୁସ୍ତକ 3:15

Následuj nás:

Reklamy


Reklamy