Online Bible

- Reklamy -




ଆଦି ପୁସ୍ତକ 3:19 - ପବିତ୍ର ବାଇବଲ

19 ତୁମ୍ଭେ ମରିବା ପର୍ଯ୍ୟନ୍ତ ମୂଖର ଝାଳରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆଯାଇଛ, ଏଣୁ ଧୂଳିକୁ ଫେରିଯିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।

Viz kapitola kopírovat

ଓଡିଆ ବାଇବେଲ

19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”

Viz kapitola kopírovat




ଆଦି ପୁସ୍ତକ 3:19

Následuj nás:

Reklamy


Reklamy