ଆଦି ପୁସ୍ତକ 3:24 - ପବିତ୍ର ବାଇବଲ24 ସଦାପ୍ରଭୁ ପରମେଶ୍ୱର ଏହିପରି ମନୁଷ୍ୟକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦେବା ପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣାୟମାନ ଖଡ଼୍ଗ ଏଦନ ଉଦ୍ୟାନର ପ୍ରବେଶ ସ୍ଥାନରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହି ରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ଼୍ଗ ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ24 ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। Viz kapitola |