ଆଦି ପୁସ୍ତକ 3:5 - ପବିତ୍ର ବାଇବଲ5 ପରମେଶ୍ୱର ଜାଣନ୍ତି ଯେ, ଯେତେବେଳେ ତୁମ୍ଭେ ସେହି ବୃକ୍ଷରୁ ଫଳ ଖାଇବ ତେବେ ତୁମ୍ଭମାନଙ୍କର ଚକ୍ଷୁ ଖୋଲିଯିବ ଏବଂ ତୁମ୍ଭେ ପରମେଶ୍ୱରଙ୍କ ପରି ହେବ, କାରଣ ତୁମ୍ଭେ ଜାଣିବ କ’ଣ ଭଲ ଏବଂ କ’ଣ ମନ୍ଦ ଅଟେ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ବରଞ୍ଚ ପରମେଶ୍ଵର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ଵରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ। Viz kapitolaଓଡିଆ ବାଇବେଲ5 ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” Viz kapitola |