ଆଦି ପୁସ୍ତକ 3:6 - ପବିତ୍ର ବାଇବଲ6 ସେହି ସ୍ତ୍ରୀଲୋକଟି ଦେଖିଲା ଯେ, ସେହି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସେହି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ୱାମୀକୁ ଖାଇବାକୁ ଦେଲା ଏବଂ ସେ ମଧ୍ୟ ତାହାକୁ ଖାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି ଆପଣା ସଙ୍ଗସ୍ଥ ସ୍ଵାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। Viz kapitolaଓଡିଆ ବାଇବେଲ6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। Viz kapitola |