Online Bible

- Reklamy -




ଆଦି ପୁସ୍ତକ 30:13 - ପବିତ୍ର ବାଇବଲ

13 ଲେୟା କହିଲେ, “ମୁଁ ବହୁତ ଖୁସୀ! ଯୁବତୀଗଣ ମୋତେ ଆନନ୍ଦିନି ବୋଲିବେ।” ଏଣୁ ସେ ତା'ର ନାମ ଆଶେର ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଲେୟା କହିଲା, ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ; ଏଣୁକରି ସେ ତାହାର ନାମ ଆଶେର୍ (ଆନନ୍ଦ) ରଖିଲା।

Viz kapitola kopírovat

ଓଡିଆ ବାଇବେଲ

13 ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।

Viz kapitola kopírovat




ଆଦି ପୁସ୍ତକ 30:13

Následuj nás:

Reklamy


Reklamy