ଆଦି ପୁସ୍ତକ 30:16 - ପବିତ୍ର ବାଇବଲ16 ସେହିଦିନ ସନ୍ଧ୍ୟାରେ ଯାକୁବ କ୍ଷେତରୁ ଫେରିବା ପରେ ଲେୟା ତାଙ୍କୁ ସାକ୍ଷାତ କରିବା ପାଇଁ ବାହାରକୁ ଗଲେ ଏବଂ କହିଲେ, “ତୁମ୍ଭେ ଆଜି ରାତିରେ ମୋ’ ପାଖରେ ଶୟନ କରିବ। କାରଣ ମୁଁ ଦୂଦାଫଳ ଦେଇ ତା'ର ବଦଳରେ ତୁମ୍ଭକୁ ପାଇଛି।” ତେଣୁ ସେହି ରାତ୍ରି ସେ ତା’ ସହିତ ଶୋଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି। ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋ’ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା। Viz kapitola |