ଆଦି ପୁସ୍ତକ 30:17 - ପବିତ୍ର ବାଇବଲ17 ଏହା ପରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣିଲେ ଏବଂ ସେ ବର୍ଭବତୀ ହେଲେ। ସେ ପଞ୍ଚମ ପୁତ୍ରକୁ ଜନ୍ମ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ପରମେଶ୍ଵର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା। Viz kapitolaଓଡିଆ ବାଇବେଲ17 ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା। Viz kapitola |