Online Bible

- Reklamy -




ଆଦି ପୁସ୍ତକ 30:18 - ପବିତ୍ର ବାଇବଲ

18 ଲେୟା କହିଲେ, “ମୁଁ ସ୍ୱାମୀ ପାଇଁ ଆପଣା ଦାସୀକୁ ଦେଇଥିଲି, ପରମେଶ୍ୱର ତାହାର ବର୍ତ୍ତନ ମୋତେ ଦେଇଛନ୍ତି।” ଏଥିପାଇଁ ସେ ତାହାର ନାମ ଇଷାଖର ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତେବେ ଲେୟା କହିଲା, ମୁଁ ସ୍ଵାମୀକି ଆପଣା ଦାସୀ ଦେଇଥିଲି, ପରମେଶ୍ଵର ତାହାର ବର୍ତ୍ତନ ମୋତେ ଦେଇ ଅଛନ୍ତି; ଏହେତୁ ସେ ତାହାର ନାମ ଇଷାଖର (ବର୍ତ୍ତନ) ରଖିଲା।

Viz kapitola kopírovat

ଓଡିଆ ବାଇବେଲ

18 ତେବେ ଲେୟା କହିଲା, “ମୁଁ ସ୍ୱାମୀକି ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇ ଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତେବେ ଲେୟା କହିଲା, “ମୁଁ ସ୍ୱାମୀକୁ ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା।

Viz kapitola kopírovat




ଆଦି ପୁସ୍ତକ 30:18

Následuj nás:

Reklamy


Reklamy