ଆଦି ପୁସ୍ତକ 30:20 - ପବିତ୍ର ବାଇବଲ20 ଲେୟା କହିଲେ, “ପରମେଶ୍ୱର ମୋତେ ଏକ ସୁନ୍ଦର ଉପହାର ଦେଲେ। ବର୍ତ୍ତମାନ ଯାକୁବ ମୋତେ ସମାଦର କରିବେ। କାରଣ ମୁଁ ତାଙ୍କୁ ଛଅଟି ପୁତ୍ର ଦେଇଅଛି।” ତେଣୁ ଲେୟା ତାହାର ନାମ ସବୂଲୂନ୍ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ଲେୟା କହିଲା, ପରମେଶ୍ଵର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ଵାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି; ଏହେତୁ ସେ ତାହାର ନାମ ସବୂଲୂନ୍ (ବାସ) ରଖିଲା। Viz kapitolaଓଡିଆ ବାଇବେଲ20 ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ୱାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା। Viz kapitola |