Online Bible

- Reklamy -




ଆଦି ପୁସ୍ତକ 30:27 - ପବିତ୍ର ବାଇବଲ

27 ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେତେବେଳେ ଲାବନ ତାହାକୁ କହିଲା, ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ଵାରା ଜାଣିଅଛି।

Viz kapitola kopírovat

ଓଡିଆ ବାଇବେଲ

27 ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ’ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।”

Viz kapitola kopírovat




ଆଦି ପୁସ୍ତକ 30:27

Následuj nás:

Reklamy


Reklamy