ଆଦି ପୁସ୍ତକ 30:3 - ପବିତ୍ର ବାଇବଲ3 ଏହା ପରେ ରାହେଲ କହିଲେ, “ମୋର ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହୋଇ ପାରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ରାହେଲ କହିଲା, ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁ ମୁଁ ମଧ୍ୟ ପୁତ୍ରବତୀ ହେବି। Viz kapitolaଓଡିଆ ବାଇବେଲ3 ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।” Viz kapitola |