ଆଦି ପୁସ୍ତକ 30:31 - ପବିତ୍ର ବାଇବଲ31 ଲାବନ କହିଲେ, “ତେବେ ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍?” ଯାକୁବ ଉତ୍ତର ଦେଲେ, “ତୁମ୍ଭେ ମୋତେ କିଛି ଦିଅ ନାହିଁ। ଯେବେ ତୁମ୍ଭେ ମୋ’ ପାଇଁ ଗୋଟିଏ କାମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)31 ତହିଁରେ ଲାବନ କହିଲା, ମୁଁ ତୁମ୍ଭକୁ କଅଣ ଦେବି? ଯାକୁବ କହିଲା, ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯେବେ ତୁମ୍ଭେ ମୋʼ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। Viz kapitolaଓଡିଆ ବାଇବେଲ31 ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି ?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋ’ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋʼ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। Viz kapitola |