Online Bible

- Reklamy -




ଆଦି ପୁସ୍ତକ 30:32 - ପବିତ୍ର ବାଇବଲ

32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସେହିସବୁ ମୋର ବର୍ତ୍ତନ ସ୍ୱରୁପ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ, ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବର୍ତ୍ତନ ସ୍ଵରୂପ ହେବେ।

Viz kapitola kopírovat

ଓଡିଆ ବାଇବେଲ

32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।

Viz kapitola kopírovat




ଆଦି ପୁସ୍ତକ 30:32

Následuj nás:

Reklamy


Reklamy