ଆଦି ପୁସ୍ତକ 30:36 - ପବିତ୍ର ବାଇବଲ36 ସେଥିପାଇଁ ତାଙ୍କର ପୁଅମାନେ ସମସ୍ତ ଚିତ୍ରିତ ପଶୁଗଣକୁ ତିନି ଦିନ ରାସ୍ତା ଦୂରର ଏକ ସ୍ଥାନକୁ ନେଇଗଲେ। ଯାକୁବ ଅନ୍ୟ ସମସ୍ତ ଛାଡ଼ି ଯାଇଥିବା ପଶୁମାନଙ୍କର ଯତ୍ନ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥ ଅନ୍ତର କରି ରଖିଲା; ପୁଣି ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା। Viz kapitolaଓଡିଆ ବାଇବେଲ36 ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା। Viz kapitola |