Online Bible

- Reklamy -




ଆଦି ପୁସ୍ତକ 30:41 - ପବିତ୍ର ବାଇବଲ

41 ଯେତେବେଳେ ବଳିଷ୍ଠ ପଶୁଗଣ ସଙ୍ଗମ କରନ୍ତି, ସେ ଜଳକୁଣ୍ଡ ମଧ୍ୟରେ ସେମାନଙ୍କର ଆଖିର ସମ୍ମୁଖରେ ସେହି ଶାଖାଗୁଡ଼ିକ ରଖିଲେ। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ପୁଣି ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ତ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;

Viz kapitola kopírovat

ଓଡିଆ ବାଇବେଲ

41 ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;

Viz kapitola kopírovat




ଆଦି ପୁସ୍ତକ 30:41

Následuj nás:

Reklamy


Reklamy