ଆଦି ପୁସ୍ତକ 30:8 - ପବିତ୍ର ବାଇବଲ8 ରାହେଲ କହିଲେ, “ମୁଁ ମୋର ଭଉଣୀ ସହିତ ସଂଘର୍ଷ କରି ଜୟ କଲି।” ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ରାହେଲ କହିଲା, ମୁଁ ଭଗିନୀ ସହିତ ପରମେଶ୍ଵର ସମ୍ଵନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି; ଏଣୁକରି ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା। Viz kapitolaଓଡିଆ ବାଇବେଲ8 ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା। Viz kapitola |