Online Bible

- Reklamy -




ଆଦି ପୁସ୍ତକ 30:9 - ପବିତ୍ର ବାଇବଲ

9 ଲେୟା ଦେଖିଲେ ସେ ଆଉ ପିଲା ଜନ୍ମ କରି ପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବଙ୍କୁ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକି ଘେନି ଯାକୁବ ସହିତ ବିବାହ ଦେଲା।

Viz kapitola kopírovat

ଓଡିଆ ବାଇବେଲ

9 ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।

Viz kapitola kopírovat




ଆଦି ପୁସ୍ତକ 30:9

Následuj nás:

Reklamy


Reklamy