ଆଦି ପୁସ୍ତକ 31:1 - ପବିତ୍ର ବାଇବଲ1 ଦିନେ ଯାକୁବ, ଲାବନ ଓ ତା'ର ପୁତ୍ରମାନେ କଥାବାର୍ତ୍ତା ହେଉଥିବାର ଶୁଣିଲେ। ସେମାନେ କହିଲେ, “ଯାକୁବ ସବୁକିଛି ନେଇ ଯାଇଛି ଯାହା ତାଙ୍କର ପିତାଙ୍କର ଥିଲା। ଆମ୍ଭମାନଙ୍କ ପିତାଙ୍କଠାରୁ ସବୁ ନେଇ ସେ ଧନୀ ହୋଇଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ପୁଣି ଯାକୁବ ଆମ୍ଭମାନଙ୍କ ପିତାର ସର୍ବସ୍ଵ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାର ଧନରୁ ତାହାର ଏହି ସମସ୍ତ ଐଶ୍ଵର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା। Viz kapitolaଓଡିଆ ବାଇବେଲ1 ପୁଣି, ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, “ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି,” ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା। Viz kapitola |