ଆଦି ପୁସ୍ତକ 31:12 - ପବିତ୍ର ବାଇବଲ12 “ପରମେଶ୍ୱରଙ୍କ ଦୂତ କହିଲେ, ‘ଏବେ ଅନାଇ ଦେଖ ମାଇ ଛାଗଗୁଡ଼ିକ ସହିତ ସଙ୍ଗମ କରୁଥିବା ପ୍ରତ୍ୟେକ ପୁଂ ଛାଗଗୁଡ଼ିକ ଗାର ଗାର, ଛିଟିଛିଟିକା ଓ ଦାଗ-ଦାଗ ହୋଇଗଲେ। ମୁଁ ଏହା ହେବାକୁ ଦେଉଛି କାରଣ ଲାବନ ତୁମ୍ଭ ସହିତ ଯେଉଁ ପ୍ରକାର ବ୍ୟବହାର କଲା ମୁଁ ଦେଖିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେ କହିଲେ, ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ। Viz kapitolaଓଡିଆ ବାଇବେଲ12 ତହିଁରେ ସେ କହିଲେ, “ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ। Viz kapitola |