ଆଦି ପୁସ୍ତକ 31:18 - ପବିତ୍ର ବାଇବଲ18 ତେଣୁ ସେମାନେ ଯାହା ପ୍ରାପ୍ତ ହୋଇଥିଲେ ପଦ୍ଦନ୍ ଅରାମରେ ସମସ୍ତ ଜୀବନ୍ତ ବସ୍ତୁ ଓ ସମ୍ପତ୍ତି ନେଲେ ଏବଂ ଗ୍ଭଲିଗଲେ। ସେମାନେ ଯାକୁବଙ୍କ ପିତା ଇସ୍ହାକଙ୍କ ଦେଶ କିଣାନକୁ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଆପଣା ଉପାର୍ଜ୍ଜିତ ପଶ୍ଵାଦି ସକଳ ଧନ, ଅର୍ଥାତ୍, ପଦ୍ଦନ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା। Viz kapitolaଓଡିଆ ବାଇବେଲ18 ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍, ପଦ୍ଦନ୍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍, ପଦ୍ଦନ୍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା। Viz kapitola |