ଆଦି ପୁସ୍ତକ 31:2 - ପବିତ୍ର ବାଇବଲ2 ଏହା ପରେ ଯାକୁବ ଜାଣି ପାରିଲେ ଯେ ଲାବନ ପୂର୍ବପରି ତା’ ସହିତ ବ୍ୟବହାର କରୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା। Viz kapitolaଓଡିଆ ବାଇବେଲ2 ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା। Viz kapitola |