ଆଦି ପୁସ୍ତକ 31:24 - ପବିତ୍ର ବାଇବଲ24 ସେହି ରାତିରେ ପରମେଶ୍ୱର ଲାବନକୁ ସ୍ୱପ୍ନରେ ଦର୍ଶନ ଦେଲେ। ପରମେଶ୍ୱର କହିଲେ, “ସାବଧାନ ହୁଅ! ଯାକୁବ କହିଥିବା ପ୍ରତ୍ୟେକ କଥା ପାଇଁ ସାବଧାନ ହୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ମାତ୍ର ପରମେଶ୍ଵର ରାତ୍ରି କାଳେ ସ୍ଵପ୍ନ ଯୋଗେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ। Viz kapitolaଓଡିଆ ବାଇବେଲ24 ମାତ୍ର ପରମେଶ୍ୱର ରାତ୍ରି କାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।” Viz kapitola |